🔥 TRENDING ୧୩ କିମି/ଘଣ୍ଟା ବେଗରେ ଚଳିତ ସାଇକ୍ଲୋନ୍ ଆକ୍... ଫେବ୍ରୁଆରୀ ୧୬ରୁ ଆରମ୍ଭ ହେବା ଯୁକ୍ତ ୨ ପରୀକ... Cyclone Aqwan 20-21 ତାରିଖରେ ଶିମିଳିପାଳ... ଭୁବନେଶ୍ୱରରେ ଜଳବନ୍ଦୀ, ଗଛ ପଡ଼ିବା ଓ ଅନ୍ୟା... ଗଞ୍ଜାମରେ 1,38,000 ଲୋକଙ୍କୁ ବିପଦ୍‌ ନିମନ୍... બોટાદ તાલુકા ના ઝમરાળા ગામ ના બન્ને પર...
19 Nov 2026•
ગુજરાતી मराठी ਪੰਜਾਬੀ বাংলা
କଟକରେ ମହିଳାଙ୍କୁ ପଥରରେ ଛେଚି ହତ୍ୟା
Crime

କଟକରେ ମହିଳାଙ୍କୁ ପଥରରେ ଛେଚି ହତ୍ୟା

✍️ Reporter: Deepak Mahapatra 🗓 14 Sep 2026, 12:45 PM 👁 104
Watch on: ▶️ YouTube
Share: 💬 WhatsApp 📘 Facebook 𝕏 Post

ସିଡିଏ ସେକ୍ଟର ୧୩ରେ ଜଣେ ମହିଳାଙ୍କୁ ହତ୍ୟା କରାଯାଇଥିବା ଜଣାପଡ଼ିଛି। ଅଭିଯୁକ୍ତ ବନ୍ଦ ରୁମ୍ ଭିତରେ ପଥରରେ ଛେଚି ହତ୍ୟା କରିଥିବା ସନ୍ଦେହ କରାଯାଉଛି। ହତ୍ୟାକାଣ୍ଡ ପରେ ଘଟଣାସ୍ଥଳରୁ ଅଭିଯୁକ୍ତ ଚମ୍ପଟ୍‌ ମାରିଛି।

କଟକ: ସିଡିଏ ସେକ୍ଟର ୧୩ରେ ଜଣେ ମହିଳାଙ୍କୁ ହତ୍ୟା କରାଯାଇଥିବା ଜଣାପଡ଼ିଛି। ଅଭିଯୁକ୍ତ ବନ୍ଦ ରୁମ୍ ଭିତରେ ପଥରରେ ଛେଚି ହତ୍ୟା କରିଥିବା ସନ୍ଦେହ କରାଯାଉଛି। ହତ୍ୟାକାଣ୍ଡ ପରେ ଘଟଣାସ୍ଥଳରୁ ଅଭିଯୁକ୍ତ ଚମ୍ପଟ୍‌ ମାରିଛି। ଘଟଣାସ୍ଥଳରେ ପୁଲିସର ଛାନଭିନ୍ ଜାରି ଥିବା ବେଳେ ମହିଳା ଜଣଙ୍କ କିଏ? ତାଙ୍କୁ କାହିଁକି ହତ୍ୟା କରାଗଲା ସ୍ପଷ୍ଟ ହୋଇନାହିଁ।
📲Get App