🔥 TRENDING ਕੈਬਿਨੇਟ ਮੰਤਰੀ ਮੋਹਿੰਦਰ ਭਗਤ ਦਾ ਨਾਮ ਦੂਜੀ... ਹੋਟਲ ਵਿੱਚ ਕਤਲ ਦੇ ਬਾਅਦ ਗੰਜਾ ਲੁਕਾਉਣ ਦੀ ਕ... गोपालगंज पहुंचे राजद सुप्रीमो लालू प्र... ବାତ୍ୟା ଆଲର୍ଟ ମଧ୍ୟରେ ରେଳ ଚଳାଚଳ ଦେରୀ: ଭୁ... ଭୁବନେଶ୍ୱରରେ 9 ଲକ୍ଷ ଟଙ୍କା ସାଇବର ଠକେଇ ମା... ଓଡ଼ିଶା ଶାସନ ଭବନରେ ଅପରାହ୍ନ ୪ଟା ଯାଏଁ ହୋହ...
20 Nov 2026•
ગુજરાતી मराठी ਪੰਜਾਬੀ বাংলা
ଜଗା ଦର୍ଶନ ପାଇଁ ଯିବା ବେଳେ ସଡ଼କ ଦୁର୍ଘଟଣା
Local

ଜଗା ଦର୍ଶନ ପାଇଁ ଯିବା ବେଳେ ସଡ଼କ ଦୁର୍ଘଟଣା

✍️ Reporter: Deepak Mahapatra 🗓 05 Oct 2026, 12:06 PM 👁 86
Watch on: ▶️ YouTube
Share: 💬 WhatsApp 📘 Facebook 𝕏 Post
ଜଗା ଦର୍ଶନ ପାଇଁ ଯିବା ବେଳେ ଭୟଙ୍କର ସଡ଼କ ଦୁର୍ଘଟଣା । ଦୁର୍ଘଟଣାରେ ଚାଲିଗଲା ଜୀବନ । ବରଗଡ ଜିଲ୍ଲା ସୋହେଲ ବ୍ଲକ ମଧୁପୁର ଅଞ୍ଚଳରେ ଘଟିଛି ଏଭଳି ଘଟଣା । ଇନ୍ଦୋରରୁ ପୁରୀ ଜଗନ୍ନାଥ ଧାମ ଦର୍ଶନ ପାଇଁ ଏକ ପରିବାରର ଗାଡ଼ିରେ ଯିବାବେଳେ ସଡ଼କ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି ।ଭାରସାମ୍ୟ ହରାଇ କାରଟି ଏକ ଗଛରେ ଧକ୍କା ଦେବାରୁ ଜଣଙ୍କ ମୃତ୍ୟୁ ହେବା ସହ ୬ ଜଣ ଆହତ ହୋଇ ଚିକିତ୍ସିତ ହେଉଛନ୍ତି । ୩ ଜଣଙ୍କୁ ସୋହେଲା ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବାବେଳେ ଅନ୍ୟ ୩ ଜଣଙ୍କୁ ଗୁରୁତର ଅବସ୍ଥାରେ ବରଗଡର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି ।
ତେବେ କେଉଁ ଭଳି ସ୍ଥିତିରେ ଦୁର୍ଘଟଣା ଘଟିଲା ସେନେଇ ସୋହେଲା ପୁଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ଏନେଇ ପୁଲିସର କୌଣସି ପ୍ରତିକ୍ରିୟା ମିଳିପାରିନାହିଁ ।
📲Get App