🔥 TRENDING ଓଡ଼ିଶା ଉପକୂଳ ଜିଲ୍ଲାରେ ଆଜି ଭୟଙ୍କର ବର୍ଷା... ବଢ଼ିବ ନଦୀର ଜଳସ୍ତର ବୃଦ୍ଧି, ଆଶଙ୍କାଜନକ ବର... ପାରାଦୀପ ବନ୍ଦରରେ ୩ ନମ୍ବର ବିପଦ ସଙ୍କେତ ଜା... হজবিবিডাঙ্গা পঞ্চায়েতে অনাস্থা ভোটে হ... ବ୍ରହ୍ମଗିରିରେ ବାତ୍ୟା ପ୍ରସ୍ତୁତି ପାଇଁ ଜିଲ... लखनऊ के कैबिनेट ने काशी विश्वनाथ कॉरिड...
20 Nov 2026•
ગુજરાતી मराठी ਪੰਜਾਬੀ বাংলা
Local

ଜଳିଗଲା ୪ ବଖରା ଘର, ଗୋଟିଏ ପରିବାରର ୪ ଜୀବନ୍ତ ଦଗ୍ଧ

✍️ Reporter: Deepak Mahapatra 🗓 09 Nov 2026, 01:01 PM 👁 67
Share: 💬 WhatsApp 📘 Facebook 𝕏 Post
ଯାଜପୁର ଜିଲ୍ଲା ବାଲିଚନ୍ଦ୍ରପୁର ଥାନା ସେକ୍ ମହଲା ଗାଁରେ ବଡ଼ ଅଘଟଣ। ଗାଁରେ ଘଟିଛି ଭୟାବହ ଅଗ୍ନିକାଣ୍ଡ। ୪ ବଖରା ଘର ପୋଡ଼ି ପାଉଁଶ ହୋଇଯାଇଥିବା ବେଳେ ୪ ଜଣ ଜୀବନ୍ତ ଦଗ୍ଧ ହୋଇଯାଇଛନ୍ତି। ମୃତକଙ୍କ ମଧ୍ୟରେ ଅଛନ୍ତି ୨ ଜଣ ମହିଳା ଓ ୨ ଜଣ ଶିଶୁ। ସମସ୍ତେ ଗୋଟିଏ ପରିବାରର।
ନିଆଁ କେମିତି ଲାଗିଲା, ତାହା ଜଣାପଡ଼ିନାହିଁ। ବାଲିଚନ୍ଦ୍ରପୁର ଥାନା ପୁଲିସ ଘଟଣାର ତଦନ୍ତ କରୁଛି।
📲Get App