🔥 TRENDING ବାତ୍ୟା ଚେତାବନୀରେ ପୂର୍ବତଟ ରେଲୱେ ଆଜି ଛଅଟ... ୧୩ କିମି/ଘଣ୍ଟା ବେଗରେ ଚଳିତ ସାଇକ୍ଲୋନ୍ ଆକ୍... ଫେବ୍ରୁଆରୀ ୧୬ରୁ ଆରମ୍ଭ ହେବା ଯୁକ୍ତ ୨ ପରୀକ... Cyclone Aqwan 20-21 ତାରିଖରେ ଶିମିଳିପାଳ... ଭୁବନେଶ୍ୱରରେ ଜଳବନ୍ଦୀ, ଗଛ ପଡ଼ିବା ଓ ଅନ୍ୟା... ଗଞ୍ଜାମରେ 1,38,000 ଲୋକଙ୍କୁ ବିପଦ୍‌ ନିମନ୍...
19 Nov 2026•
ગુજરાતી मराठी ਪੰਜਾਬੀ বাংলা
Local

ପୁରୀ ପୋଲିସ ଗାଡ଼ି ଦୁର୍ଘଟଣା; ଜଣେ ପୋଲିସ ମୃତ

✍️ Reporter: Deepak Mahapatra 🗓 13 Nov 2026, 02:29 PM 👁 79
Share: 💬 WhatsApp 📘 Facebook 𝕏 Post
ଭଦ୍ରକ ଜିଲ୍ଲା ବାସୁଦେବପୁର-ଧାମରା ରାସ୍ତାର ବିରସ ଛକ ନିକଟରେ ପୁରୀ ପୋଲିସ ଗାଡ଼ି ଦୁର୍ଘଟଣାଗ୍ରସ୍ତ। ଜଣେ ପୋଲିସ କର୍ମଚାରୀଙ୍କ ମୃତ୍ୟୁ । ଏହି ମର୍ମନ୍ତୁଦ ଦୁର୍ଘଟଣାରେ ଅନ୍ୟ ୩ ଜଣ ପୋଲିସ କର୍ମଚାରୀ ଗୁରୁତର ଭାବେ ଆହତ ହୋଇଛନ୍ତି।
ପୁରୀ ପୋଲିସର ଏକ ଟିମ୍ ମୋବାଇଲ୍ ଚୋରି ମାମଲାର ତଦନ୍ତ ପାଇଁ ବାସୁଦେବପୁର ଆସିଥିବା ବେଳେ ଏକ ଟ୍ରଲର ସହ ସେମାନଙ୍କ ଗାଡ଼ିର ମୁହାଁମୁହିଁ ଧକ୍କା ହୋଇଥିଲା।
ଘଟଣାରେ ଜଣେ ପୋଲିସ କର୍ମଚାରୀ ପ୍ରାଣ ହରାଇଥିବା ବେଳେ ଆହତ ହୋଇଥିବା ଅନ୍ୟ ୩ ଜଣଙ୍କୁ ସଙ୍କଟାପନ୍ନ ଅବସ୍ଥାରେ ଅଧିକ ଚିକିତ୍ସା ପାଇଁ କଟକ ବଡ଼ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି।
📲Get App