🔥 TRENDING ਹੋਟਲ ਵਿੱਚ ਕਤਲ ਦੇ ਬਾਅਦ ਗੰਜਾ ਲੁਕਾਉਣ ਦੀ ਕ... गोपालगंज पहुंचे राजद सुप्रीमो लालू प्र... ବାତ୍ୟା ଆଲର୍ଟ ମଧ୍ୟରେ ରେଳ ଚଳାଚଳ ଦେରୀ: ଭୁ... ଭୁବନେଶ୍ୱରରେ 9 ଲକ୍ଷ ଟଙ୍କା ସାଇବର ଠକେଇ ମା... ଓଡ଼ିଶା ଶାସନ ଭବନରେ ଅପରାହ୍ନ ୪ଟା ଯାଏଁ ହୋହ... ଓଡ଼ିଶା ଶାସନ ର ତ୍ରିତୀୟ ବାତ୍ୟା ମୁକାବିଲା...
20 Nov 2026•
ગુજરાતી मराठी ਪੰਜਾਬੀ বাংলা
Politics

ଭାରତର ମାନ୍ୟବର ଉପରାଷ୍ଟ୍ରପତି ଶ୍ରୀ ସି. ପି. ରାଧାକୃଷ୍ଣନ ଜୀଙ୍କ ଓଡ଼ିଶା ଗସ୍ତ ଅବସରରେ ଆଜି ଭୁବନେଶ୍ୱର ବିମାନବନ୍ଦରରେ ତାଙ୍କୁ ହାର୍ଦ୍ଦିକ ସ୍ୱାଗତ ସମ୍ବର୍ଦ୍ଧନା

✍️ Reporter: Deepak Mahapatra 🗓 16 Nov 2026, 01:00 PM 👁 49
Share: 💬 WhatsApp 📘 Facebook 𝕏 Post
ଭାରତର ମାନ୍ୟବର ଉପରାଷ୍ଟ୍ରପତି ଶ୍ରୀ ସି. ପି. ରାଧାକୃଷ୍ଣନ ଜୀଙ୍କ ଓଡ଼ିଶା ଗସ୍ତ ଅବସରରେ ଆଜି ଭୁବନେଶ୍ୱର ବିମାନବନ୍ଦରରେ ତାଙ୍କୁ ହାର୍ଦ୍ଦିକ ସ୍ୱାଗତ ସମ୍ବର୍ଦ୍ଧନା।
ଏହି ଗସ୍ତକାଳରେ ମାନ୍ୟବର ଉପରାଷ୍ଟ୍ରପତି ୧୭ ତମ ଓଡ଼ିଶା ବିଧାନସଭାର ବିଧାୟକମାନଙ୍କ ପ୍ରଶିକ୍ଷଣ କାର୍ଯ୍ୟକ୍ରମର ଶୁଭାରମ୍ଭ କରିବା ସହ ଅନ୍ୟାନ୍ୟ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିବେ । ତାଙ୍କର ଏହି ଗସ୍ତ ଓ ଦିଗଦର୍ଶନ ଆମର ବିକଶିତ ତଥା ସମୃଦ୍ଧ ଓଡ଼ିଶା ଗଠନର ସଂକଳ୍ପକୁ ଆହୁରି ସୁଦୃଢ଼ କରିବ ।
📲Get App